Jeremiah 51:4 — Compare Translations

5 translations compared side by side

Odia - 1840
"ବାବିଲର ସୈନ୍ଯମାନେ କଲଦୀଯ ଦେଶ ରେ ମୃତ୍ଯୁବରଣ କରିବେ ଓ ରାଜପଥରେ ଆହତ ହାଇପେଡ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ କଲ୍ଦୀୟ ଦେଶରେ ହତ ଓ ରାଜଦାଣ୍ତରେ ବିଦ୍ଧ ହୋଇ ପଡ଼ିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ସୈନ୍ୟମାନେ କ‌‌ଲ୍‌‌ଦୀୟ ଦେଶରେ ମୃତ୍ୟୁବରଣ କରିବେ ଓ ରାଜପଥରେ ଆହତ ହୋଇପଡ଼ିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ କଲ୍‍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ କଲ୍‍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ।