Jeremiah 51:40 — Compare Translations

5 translations compared side by side

Odia - 1840
"ବାବିଲକୁ ଆମ୍ଭେ ବଧ ଯୋଗ୍ଯ ମଷେ ଓ ଛାଗ ସଦୃଶ ବଧ୍ଯ ସ୍ଥାନକୁ ଆଗଇେ ନବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗ-ମାନଙ୍କ ସହିତ ମେଷଗଣର ତୁଲ୍ୟ ବଧସ୍ଥାନକୁ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
“ବାବିଲକୁ ଆମ୍ଭେ ବଧ ଯୋଗ୍ୟ ମେଷ ଓ ଛାଗ ସଦୃଶ ବଧ୍ୟ ସ୍ଥାନକୁ ଆଗେଇ ନେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧ ସ୍ଥାନକୁ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧସ୍ଥାନକୁ ଆଣିବା।”