Jeremiah 51:41 — Compare Translations

5 translations compared side by side

Odia - 1840
"ଶେଶକ କିପରି ଅନ୍ୟମାନଙ୍କ ଦ୍ବାରା ନିଆଗଲା ଓ ସମଗ୍ର ପୃଥିବୀର ପ୍ରଶଂସାର ପାତ୍ର କିପରି ହଠାତ୍ ଧରା ପଡ଼ିଅଛି, ବାବିଲ କମେିତି ଅନ୍ୟ ଦେଶମାନଙ୍କ ପାଇଁ ଏକ ଭୟର ପାତ୍ର ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଶକ୍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ଵଂସସ୍ଥାନ ହୋଇଅଛି!
Odia Bible ERV 2004 (ପବିତ୍ର ବାଇବଲ)
“ଶେଶକ” କିପରି ଅନ୍ୟମାନଙ୍କ ଦ୍ୱାରା ନିଆଗଲା ଓ ସମଗ୍ର ପୃଥିବୀର ପ୍ରଶଂସାର ପାତ୍ର କିପରି ହଠାତ୍ ଧରା ପଡ଼ିଅଛି, ବାବିଲ କେମିତି ଅନ୍ୟ ଦେଶମାନଙ୍କ ପାଇଁ ଏକ ଭୟର ପାତ୍ର ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଶକ୍‍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍‍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି!
Odia IRV 2017 (ଓଡିଆ ବାଇବେଲ)
ଶେଶକ୍‍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍‍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି!