Jeremiah 51:42 — Compare Translations
5 translations compared side by side
Odia - 1840
"ବାବିଲ ଉପ ରେ ସମୁଦ୍ର ମାଡ଼ି ଆସିବ ଓ ତାହାର ଢ଼େଉସବୁ ଗର୍ଜନ କରି ତାକୁ ଆଚ୍ଛାଦିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ଉପରେ ସମୁଦ୍ର ମାଡ଼ି ଆସିବ ଓ ତାହାର ଢେଉସବୁ ଗର୍ଜନ କରି ତାକୁ ଆଚ୍ଛାଦିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।