Jeremiah 51:43 — Compare Translations
5 translations compared side by side
Odia - 1840
"ବାବିଲର ନଗରସବୁ ଧ୍ବଂସ ସ୍ଥାନ, ଶୁଷ୍କଭୂମି ଓ ପ୍ରାନ୍ତର ହବେ। ତା' ମଧିଅରେ କୌଣସି ଲୋକ ବାସ କରିବେ ନାହିଁ। କିଅବା ତା' ମଧ୍ଯଦଇେ କୌଣସି ମନୁଷ୍ଯ ସନ୍ତାନ ଗମନା ଗମନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ନଗରସକଳ ଧ୍ଵଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ନଗରସବୁ ଧ୍ୱଂସ ସ୍ଥାନ, ଶୁଷ୍କଭୂମି ଓ ପ୍ରାନ୍ତର ହେବ। ତା’ ମଧ୍ୟରେ କୌଣସି ଲୋକ ବାସ କରିବେ ନାହିଁ। କିଅବା ତା’ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନା ଗମନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ-ସନ୍ତାନ ଗମନାଗମନ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ।