Jeremiah 51:44 — Compare Translations

5 translations compared side by side

Odia - 1840
"ତା'ପ ରେ ଆମ୍ଭେ ବାବିଲର ବାଲ୍ଦବଙ୍କେଠାରୁ ପ୍ରତିଶୋଧ ନବୋ ଓ ଯାହା ସେ ଗିଳିଅଛି, ଆମ୍ଭେ ତା'ର ମୁଖରୁ ତାହା ବାହାର କରିବା। ଗୋଷ୍ଠୀ ଏହା ପାଇଁ ଆଉ ନିର୍ଝର ହବେ ନାହିଁ। ଏବଂ ବାବିଲର ପ୍ରାଚୀର ପଡ଼ିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ବାବିଲର ‌ବା‌ଲ୍‌ଦେବଠାରୁ ପ୍ରତିଶୋଧ ନେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତା’ର ମୁଖରୁ ତାହା ବାହାର କରିବା। ଗୋଷ୍ଠୀ ଏହା ପାଇଁ ଆଉ ନିର୍ଝର ହେବ ନାହିଁ। ଏବଂ ବାବିଲର ପ୍ରାଚୀର ପଡ଼ିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।