Jeremiah 51:45 — Compare Translations
5 translations compared side by side
Odia - 1840
"ହେ ଆମ୍ଭର ଲୋକମାନେ, ତୁମ୍ଭମାନେେ ବାବିଲରୁ ପଳାଇ ୟାଅ। ପ୍ରେତ୍ୟକକ ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧରୁ ନିଜକୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ବାବିଲରୁ ପଳାଇ ଯାଅ। ପ୍ରତ୍ୟେକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ନିଜକୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।