Jeremiah 51:46 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନିଜ ନିଜ ହୃଦଯକୁ ଦୁର୍ବଳ କର ନାହିଁ। କି ଦେଶ ମଧିଅରେ ହେଉଥିବା ଜନରବକୁ ଶୁଣି ଭୀତ ହୁଅ ନାହିଁ। କାରଣ ଏ ବର୍ଷ ଏକ ଜନରବ ଉଠିବ ଓ ଅନ୍ୟ ବର୍ଷ ଅନ୍ୟ ଜନରବ ହବେ। ପୁଣି ସେ ଜନରବ ଭୟଙ୍କର ୟୁଦ୍ଧ ବିଷଯ ରେ ହବେ ଓ ଜଣେ ଶାସକ ଅନ୍ୟ ଏକ ଶାସକର ବିପକ୍ଷ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ନିଜ ନିଜ ହୃଦୟକୁ ଦୁର୍ବଳ କର ନାହିଁ। କି ଦେଶ ମଧ୍ୟରେ ହେଉଥିବା ଜନରବକୁ ଶୁଣି ଭୀତ ହୁଅ ନାହିଁ। କାରଣ ଏ ବର୍ଷ ଏକ ଜନରବ ଉଠିବ ଓ ଅନ୍ୟ ବର୍ଷ ଅନ୍ୟ ଜନରବ ହେବ। ପୁଣି ସେ ଜନରବ ଭୟଙ୍କର ଯୁଦ୍ଧ ବିଷୟରେ ହେବ ଓ ଜଣେ ଶାସକ ଅନ୍ୟ ଏକ ଶାସକର ବିପକ୍ଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।
Odia IRV 2017 (ଓଡିଆ ବାଇବେଲ)