Jeremiah 51:47 — Compare Translations

5 translations compared side by side

Odia - 1840
"ଆଉ ସେ ସମୟ ନିଶ୍ଚଯ ଆସିବ, ଯେତବେେଳେ ଆମ୍ଭେ ବାବିଲର ଖାଦେିତ ପ୍ରତିମାଗଣକୁ ପ୍ରତିଫଳ ଦବୋ ଓ ସମଗ୍ର ବାବିଲ ଲଜ୍ଜିତ ହବେ। ଆଉ ତାହାର ନିହତ ଲୋକମାନେ ନଗରର ରାସ୍ତା ରେ ପତିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ସମୟ ନିଶ୍ଚୟ ଆସିବ, ଯେତେବେଳେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ସମଗ୍ର ବାବିଲ ଲଜ୍ଜିତ ହେବ। ଆଉ ତାହାର ନିହତ ଲୋକମାନେ ନଗରର ରାସ୍ତାରେ ପତିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।