Jeremiah 51:48 — Compare Translations
5 translations compared side by side
Odia - 1840
"ସେ ସମୟରେ ସ୍ବର୍ଗ, ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତ ବାବିଲ ବିଷଯ ରେ ଆନନ୍ଦ ରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସ୍ଵର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ସ୍ୱର୍ଗ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବାବିଲ ବିଷୟରେ ଆନନ୍ଦରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।”