Jeremiah 51:49 — Compare Translations

5 translations compared side by side

Odia - 1840
"ବାବିଲର ପତନ ନିଶ୍ଚିତ ହବେ, କାରଣ ସେ ଇଶ୍ରାୟେଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାଯ ଦେଶର ଲୋକଙ୍କୁ ବଧ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲ ଯେପରି ଇସ୍ରାଏଲ ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ବାବିଲର ପତନ ନିଶ୍ଚିତ ହେବ, କାରଣ ସେ ଇସ୍ରାଏଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାୟ ଦେଶର ଲୋକଙ୍କୁ ବଧ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
“ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ।