Jeremiah 51:5 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ସୈନ୍ଯାଧିପତି ସଦାପ୍ରଭୁଙ୍କ ଦ୍ବାରା ପରିତ୍ଯକ୍ତ ହାଇେ ନାହାଁନ୍ତି। ସମାନେେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ଯାଗ କରିଛନ୍ତି, ତଥାପି ସେ ଧର୍ମସ୍ବରୂପ ସମାନଙ୍କେୁ ପରିତ୍ଯାଗ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ହେଁ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ଵାରା ପରିତ୍ୟକ୍ତ ହୋଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଓ ଯିହୁଦାର ଲୋକମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। ସେମାନେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ୟାଗ କରିଛନ୍ତି, ତଥାପି ସେ ଧର୍ମସ୍ୱରୂପ ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।