Jeremiah 51:50 — Compare Translations

5 translations compared side by side

Odia - 1840
"ହେ ଖଡ୍ଗରୁ ବଞ୍ଚିତ ଲୋକମାନେ, ତୁମ୍ଭମାନେେ ଚାଲିୟାଅ, ସ୍ଥିର ହାଇେ ଠିଆ ହୁଅ ନାହିଁ। ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ୟିରୁଶାଲମକୁ ମନେ ପକାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଖଡ଼୍‍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ‌‌ଖ‌ଡ଼୍‌ଗରୁ ବଞ୍ଚିତ ଲୋକମାନେ, ତୁମ୍ଭେମାନେ ଗ୍ଭଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ। ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୁଶାଲମକୁ ମନେ ପକାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।
Odia IRV 2017 (ଓଡିଆ ବାଇବେଲ)
ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।