Jeremiah 51:52 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ଆମ୍ଭେ ତାହାର ଖୋଦିତ ମୂର୍ତ୍ତିଗୁଡ଼ିକୁ ପ୍ରତିଫଳ ଦବୋ, ସେତବେେଳେ ଏହି ଦେଶର କ୍ଷତବିକ୍ଷତ ଲୋକମାନେ ୟନ୍ତ୍ରଣା ରେ ଗଁ ଗଁ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଆମ୍ଭେ ତାହାର ଖୋଦିତ ମୂର୍ତ୍ତିଗୁଡ଼ିକୁ ପ୍ରତିଫଳ ଦେବା, ସେତେବେଳେ ଏହି ଦେଶର କ୍ଷତବିକ୍ଷତ ଲୋକମାନେ ଯନ୍ତ୍ରଣାରେ ଗଁ ଗଁ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।
Odia IRV 2017 (ଓଡିଆ ବାଇବେଲ)
ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।”