Jeremiah 51:53 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କହନ୍ତି, ଯଦିଓ ବାବିଲ ଆକାଶ ପର୍ୟ୍ଯନ୍ତ ଉଠିବ ଓ ନିଜର ଦୁର୍ଗଗୁଡ଼ିକୁ ସୁଦୃଢ଼ କରିବ। ତଥାପି ଆମ୍ଭ ପ୍ ରରେିତ ବିନାଶକମାନେ ତାହା ମଧିଅରେ ପ୍ରବେଶ କରିବେ ଓ ତାକୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, ଯଦିଓ ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ ଓ ନିଜର ଦୁର୍ଗଗୁଡ଼ିକୁ ସୁଦୃଢ଼ କରିବ। ତଥାପି ଆମ୍ଭ ପ୍ରେରିତ ବିନାଶକମାନେ ତାହା ମଧ୍ୟରେ ପ୍ରବେଶ କରିବେ ଓ ତାକୁ ଧ୍ୱଂସ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।