Jeremiah 51:54 — Compare Translations

5 translations compared side by side

Odia - 1840
"ଆମ୍ଭେ ବାବିଲରୁ କ୍ରନ୍ଦନର ରବ ଶୁଣିପାରୁଛୁ ଓ କଲଦୀଯମାନଙ୍କ ଦେଶରୁ ମନ ବିନାଶର ଶବ୍ଦ ଶୁଣିପାରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲରୁ କ୍ରନ୍ଦନର ରବ ଓ କଲ୍ଦୀୟମାନଙ୍କ ଦେଶରୁ ମହାବିନାଶର ଶଦ୍ଦ ଉଠୁଅଛି!
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ବାବିଲରୁ କ୍ରନ୍ଦନର ରବ ଶୁଣିପାରୁଛୁ ଓ କ‌‌ଲ୍‌‌ଦୀୟମାନଙ୍କ ଦେଶରୁ ମନ ବିନାଶର ଶବ୍ଦ ଶୁଣିପାରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲରୁ କ୍ରନ୍ଦନର ରବ ଓ କଲ୍‍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!
Odia IRV 2017 (ଓଡିଆ ବାଇବେଲ)
ବାବିଲରୁ କ୍ରନ୍ଦନର ରବ ଓ କଲ୍‍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!