Jeremiah 51:55 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ବାବିଲକୁ ବିନଷ୍ଟ କରିବେ ଓ ନଗର ମଧ୍ଯରୁ ମହାରବ କ୍ଷାନ୍ତ କରିବେ। ଶତ୍ରୁସୈନ୍ଯ ତରଙ୍ଗାଯିତ ମହାସାଗର ସଦୃଶ ଗର୍ଜନ କରିଆସିବେ ଓ କଲଦୀଯମାନେ ସହେି ମହାରବ ଶୁଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷା; କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ୦ସେମାନଙ୍କର କଲ୍ଲୋଳ ଧ୍ଵନି ଶୁଣା ଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବାବିଲକୁ ବିନଷ୍ଟ କରିବେ ଓ ନଗର ମଧ୍ୟରୁ ମହାରବ କ୍ଷାନ୍ତ କରିବେ। ଶତ୍ରୁସୈନ୍ୟ ତରଙ୍ଗାୟିତ ମହାସାଗର ସଦୃଶ ଗର୍ଜନ କରି ଆସିବେ ଓ କ‌‌ଲ୍‌‌ଦୀୟମାନେ ସେହି ମହାରବ ଶୁଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।