Jeremiah 51:56 — Compare Translations
5 translations compared side by side
Odia - 1840
"ବାବିଲ ବିରୁଦ୍ଧ ରେ ସମାନେେ ଆସିବେ ଓ ତାହାକୁ ଧ୍ବଂସ କରିବେ। ସମାନଙ୍କେର ବୀରଗଣ ଧରାଯିବେ ଓ ସମାନଙ୍କେର ଧନୁସବୁ ଖଣ୍ଡ ଖଣ୍ଡ ହାଇେ ଭଙ୍ଗାୟିବ। କାରଣ ସଦାପ୍ରଭୁ ସମାନଙ୍କେର ଦୁଷ୍କର୍ମ ଯୋଗୁଁ ନିଶ୍ଚଯ ପ୍ରତିଫଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ତ ଖଣ୍ତ ହୋଇ ଭଙ୍ଗା ହୋଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ଵର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ବିରୁଦ୍ଧରେ ସେମାନେ ଆସିବେ ଓ ତାହାକୁ ଧ୍ୱଂସ କରିବେ। ସେମାନଙ୍କର ବୀରଗଣ ଧରାଯିବେ ଓ ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗାଯିବ। କାରଣ ସଦାପ୍ରଭୁ ସେମାନଙ୍କର ଦୁଷ୍କର୍ମ ଯୋଗୁଁ ନିଶ୍ଚୟ ପ୍ରତିଫଳ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।
Odia IRV 2017 (ଓଡିଆ ବାଇବେଲ)