Jeremiah 51:57 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦଶାେଧ୍ଯକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ବୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସମାନେେ ଚିର ନିଦ୍ରା ରେ ନିଦ୍ରିତ ହବେେ ଓ କବେେ ଜାଗ୍ରତ ହବେେ ନାହିଁ। ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ଯାଧିପତି ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତି-ଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ, ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦେଶାଧ୍ୟକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ପୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ ଓ କେବେ ଜାଗ୍ରତ ହେବେ ନାହିଁ।” ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।