Jeremiah 51:58 — Compare Translations
5 translations compared side by side
Odia - 1840
"ପୁଣି ସୈନ୍ଯାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହବେ ଓ ତାହାର ଉଚ୍ଚ ଦ୍ବାରସବୁ ଅଗ୍ନି ରେ ଦଗ୍ଧ ହବେ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଲାନ୍ତ ହବେେ। ମାତ୍ର ତାହା କିଛି ସାହାୟ୍ଯ କରିବ ନାହିଁ। ସମାନେେ ସହେି ଅଗ୍ନି ଶିଖା ରେ ଜାଳଣେି ସ୍ବରୂପ ଦଗ୍ଧ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳା; ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଳାନ୍ତ ହେବେ। ମାତ୍ର ତାହା କିଛି ସାହାଯ୍ୟ କରିବ ନାହିଁ। ସେମାନେ ସେହି ଅଗ୍ନିଶିଖାରେ ଜାଳେଣି ସ୍ୱରୂପ ଦଗ୍ଧ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”