Jeremiah 51:59 — Compare Translations
5 translations compared side by side
Odia - 1840
"ଯିହୁଦାର ଶାସକ ସିଦିକିଯଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ମହ ସଯରେ ପୌତ୍ର, ନେଶଯର ପୁତ୍ର ସରାଯ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମିୟ ସରାଯକୁ ଏହି ବାର୍ତ୍ତା ଦଇେଥିଲା। ସରାଯ ଜଣେ ପଦାଧିକାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ସିଦିକୀୟର ଅଧିକାରର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତା; । ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ପ୍ରତି ଯିରିମିୟଙ୍କ ଏକ ବାର୍ତ୍ତା ଯିହୁଦାର ଶାସକ ସିଦିକିୟଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ମହସେୟର ପୌତ୍ର, ନେରିୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମିୟ ସରାୟକୁ ଏହି ବାର୍ତ୍ତା ଦେଇଥିଲା। ସରାୟ ଜଣେ ପଦାଧିକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)