Jeremiah 51:6 — Compare Translations
5 translations compared side by side
Odia - 1840
"ବାବିଲରୁ ପଳାଯନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମ ରେ ଉଚ୍ଛନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନବୋର ସମୟ ଓ ସେ ସମାନଙ୍କେୁ ତା'ର ପ୍ରତିଫଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲରୁ ପଳାୟନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଓ ସେ ସେମାନଙ୍କୁ ତା’ର ପ୍ରତିଫଳ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।