Jeremiah 51:60 — Compare Translations
5 translations compared side by side
Odia - 1840
"ଆଉ ଯିରିମିୟ ବାବିଲର ଭବିଷ୍ଯତ ରେ ଘଟିବାକୁ ଥିବା ସମସ୍ତ ଅମଙ୍ଗଳ କଥା ଏକ ପୁସ୍ତକରେ ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ପୁସ୍ତକରେ ଲେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିରିମିୟ ବାବିଲର ଭବିଷ୍ୟତରେ ଘଟିବାକୁ ଥିବା ସମସ୍ତ ଅମଙ୍ଗଳ କଥା ଏକ ପୁସ୍ତକରେ ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।