Jeremiah 51:61 — Compare Translations

5 translations compared side by side

Odia - 1840
"ଆଉ ଯିରିମିୟ ସରାଯକୁ କହିଲେ, ହେ ସରାଯ, ତୁମ୍ଭେ ବାବିଲକୁ ୟାଇ ଏହି ବାର୍ତ୍ତା ସମସ୍ତଙ୍କ ଗୋଚରାର୍ଥେ ପାଠ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିରିମୀୟ ସରାୟକୁ କହିଲେ, ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିରିମିୟ ସରାୟକୁ କହିଲେ, “ହେ ସରାୟ, ତୁମ୍ଭେ ବାବିଲକୁ ଯାଇ ଏହି ବାର୍ତ୍ତା ସମସ୍ତଙ୍କ ଗୋଚରାର୍ଥେ ପାଠ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,