Jeremiah 51:63 — Compare Translations

5 translations compared side by side

Odia - 1840
"ପୁଣି ଏହା ପାଠ କରି ସାରିଲା ପ ରେ, ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ଯ ସ୍ଥାନ ରେ ତାହା ପକାଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ତେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏହା ପାଠ କରି ସାରିଲା ପରେ, ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;