Jeremiah 51:64 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ କହିବ, 'ଆମ୍ଭେ ବାବିଲ ଉପ ରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହବେ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ତୁଷ୍କର୍ମ କରିଅଛି।' ଯିରିମିୟଙ୍କ ବାର୍ତ୍ତା ଏହିଠା ରେ ସମାପ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ କହିବ, ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳା; ହେବେ । ଯିରିମୀୟଙ୍କ ବାକ୍ୟ ଏତିକି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ କହିବ, ‘ଆମ୍ଭେ ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହେବ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ଦୁଷ୍କର୍ମ କରିଅଛି।”’ ଯିରିମିୟଙ୍କ ବାର୍ତ୍ତା ଏହିଠାରେ ସମାପ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’” ଯିରିମୀୟଙ୍କ ବାକ୍ୟ ଏତିକି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।”