Jeremiah 51:7 — Compare Translations
5 translations compared side by side
Odia - 1840
"ବାବିଲ ସଦାପ୍ରଭୁଙ୍କ ହସ୍ତ ରେ ଏକ ସୁବର୍ଣ୍ଣ ପାତ୍ର ସ୍ବରୂପ ହାଇେଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସମାନେେ ଉନ୍ମତ୍ତ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ଵରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକି ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ଉନ୍ମତ୍ତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସେମାନେ ଉନ୍ମତ୍ତ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।