Jeremiah 51:8 — Compare Translations
5 translations compared side by side
Odia - 1840
"ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହାଇେଛି। ତାହା ପାଇଁ କ୍ରନ୍ଦନ କର, ତାହାର ବଦନୋ ପାଇଁ ଔଷଧ ଦିଅ। ସେ ହୁଏତ ସୁସ୍ଥ ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଛି। ତାହା ପାଇଁ କ୍ରନ୍ଦନ କର, ତାହାର ବେଦନା ପାଇଁ ଔଷଧ ଦିଅ। ସେ ହୁଏତ ସୁସ୍ଥ ହୋଇ ପାରିବ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।