Jeremiah 51:9 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହାଇପୋରିଲା ନାହିଁ। ଆସ, ଆମ୍ଭମାନେେ ତାକୁ ପରିତ୍ଯାଗ କରି ଆପଣା ଆପଣା ଦେଶକୁ ଚାଲିୟିବା। ସ୍ବର୍ଗର ପରମେଶ୍ବର ତା'ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ତ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହୋଇପାରିଲା ନାହିଁ। ଆସ, ଆମ୍ଭେମାନେ ତାକୁ ପରିତ୍ୟାଗ କରି ଆପଣା ଆପଣା ଦେଶକୁ ଗ୍ଭଲିଯିବା। ସ୍ୱର୍ଗର ପରମେଶ୍ୱର ତା’ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।