Jeremiah 52:1 — Compare Translations

5 translations compared side by side

Odia - 1840
"ସିଦିକିଯ ଏକୋଇଶ ବର୍ଷ ବଯସ ରେ ଯିହୁଦାର ରାଜା ହେଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ରାଜତ୍ବ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ଯିରିମିୟଙ୍କ କନ୍ଯା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୂଟଲ, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ପତନ ସିଦିକିୟ ଏକୋଇଶ ବର୍ଷ ବୟସରେ ଯିହୁଦାର ରାଜା ହେଲେ। ସେ ଯିରୁଶାଲମରେ ଏଗାର ବର୍ଷ ରାଜତ୍ୱ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲି‌‌‌ବ୍‌‌‌ନା ନିବାସୀ ଯିରିମିୟଙ୍କ କନ୍ୟା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।
Odia IRV 2017 (ଓଡିଆ ବାଇବେଲ)
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।