Jeremiah 52:10 — Compare Translations
5 translations compared side by side
Odia - 1840
"ଆଉ ବାବିଲର ରାଜା ସିଦିକିଯର ପୁତ୍ରମାନଙ୍କୁ ତାହାର ସମ୍ମୁଖ ରେ ବଧ କଲା। ଆଉ ମଧ୍ଯ ଯିହୁଦାର ସମସ୍ତ ଅଧିପତିଙ୍କୁ ରିବ୍ଲା ରେ ବଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ବାବିଲର ରାଜା ସିଦିକିୟର ପୁତ୍ରମାନଙ୍କୁ ତାହାର ସମ୍ମୁଖରେ ବଧ କଲା। ଆଉ ମଧ୍ୟ ଯିହୁଦାର ସମସ୍ତ ଅଧିପତିଙ୍କୁ ରିବ୍ଲାରେ ବଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।