Jeremiah 52:11 — Compare Translations
5 translations compared side by side
Odia - 1840
"ତା'ପ ରେ ବାବିଲର ରାଜା ସିଦିକିଯର ଚକ୍ଷୁ ଉତ୍ପାଟନ କରି, ତାକୁ ଶୃଙ୍ଖଳବଦ୍ଧ କରି ବାବିଲକୁ ନଇଗେଲା ଓ କାରାଗାର ରେ ନିକ୍ଷପେ କଲା। ସେ ମୃତ୍ଯୁ ପର୍ୟ୍ଯନ୍ତ କାରାଗାର ରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଲରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବାବିଲର ରାଜା ସିଦିକିୟର ଚକ୍ଷୁ ଉତ୍ପାଟନ କରି, ତାକୁ ଶୃଙ୍ଖଳବଦ୍ଧ କରି ବାବିଲକୁ ନେଇଗଲା ଓ କାରାଗାରରେ ନିକ୍ଷେପ କଲା। ସେ ମୃତ୍ୟୁ ପର୍ଯ୍ୟନ୍ତ କାରାଗାରରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।