Jeremiah 52:12 — Compare Translations

5 translations compared side by side

Odia - 1840
"ପଞ୍ଚମ ମାସର ଦଶମ ଦିନ ରେ, ବାବିଲର ରାଜା ନବୂଖଦନିତ୍ସର ରାଜାର ରାଜତ୍ବର ଉନବିଂଶ ବର୍ଷ ରେ ନବୂଷରଦନ୍ ନାମକ ପ୍ରହରୀବର୍ଗର ସନୋପତି ୟିରୁଶାଲମକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାର ଅଧିକାରର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ତାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲାି ।
Odia Bible ERV 2004 (ପବିତ୍ର ବାଇବଲ)
ପଞ୍ଚମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖ‌ଦ୍‌ନିତ୍ସର ରାଜାର ରାଜତ୍ୱର ଉନବିଂଶ ବର୍ଷରେ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୁଶାଲମକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।