Jeremiah 52:13 — Compare Translations

5 translations compared side by side

Odia - 1840
"ସେ ସଦାପ୍ରଭୁଙ୍କ ଗୃହ, ରାଜଗୃହ ଓ ୟିରୁଶାଲମସ୍ଥ ସକଳ ଗୃହ ଓ ବୃହତ୍ ଗୃହଗୁଡ଼ିକୁ ଅଗ୍ନି ରେ ଦଗ୍ଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଦାପ୍ରଭୁଙ୍କ ଗୃହ, ରାଜଗୃହ ଓ ଯିରୁଶାଲମସ୍ଥ ସକଳ ଗୃହ ଓ ବୃହତ୍ ଗୃହଗୁଡ଼ିକୁ ଅଗ୍ନିରେ ଦ‌ଗ୍‌ଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।