Jeremiah 52:14 — Compare Translations

5 translations compared side by side

Odia - 1840
"ଆଉ ପ୍ରହରୀବର୍ଗର ସନୋପତିଙ୍କ ସଙ୍ଗେ ଥିବା ସମସ୍ତ କଲଦୀଯ ସୈନ୍ଯ ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପ୍ରହରୀବର୍ଗର ସେନାପତିଙ୍କ ସଙ୍ଗେ ଥିବା ସମସ୍ତ କ‌‌ଲ୍‌‌ଦୀୟ ସୈନ୍ୟ ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।

Recommended Reading