Jeremiah 52:15 — Compare Translations

5 translations compared side by side

Odia - 1840
"ସହେି ସମୟରେ ପ୍ରହରୀବର୍ଗର ସନୋପତି ନବୂଷରଦନ୍ କକେତେ ଗରିବ ଲୋକମାନଙ୍କୁ, ନଗରର ଅବଶିଷ୍ଟ ଲୋକମାନଙ୍କୁ, ବାବିଲ ରାଜାର ପକ୍ଷକୁ ପଳାଯନକାରୀଙ୍କୁ ଓ ଅବଶିଷ୍ଟ ଚିତ୍ରଶିଳ୍ପୀମାନଙ୍କୁ ବନ୍ଦୀକରି ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଲୋକମାନଙ୍କ ମଧ୍ୟରୁ ନିତା; ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ କେତେକ ଗରିବ ଲୋକମାନଙ୍କୁ, ନଗରର ଅବଶିଷ୍ଟ ଲୋକମାନଙ୍କୁ, ବାବିଲ ରାଜାର ପକ୍ଷକୁ ପଳାୟନକାରୀଙ୍କୁ ଓ ଅବଶିଷ୍ଟ ଚିତ୍ରଶିଳ୍ପୀମାନଙ୍କୁ ବନ୍ଦୀକରି ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।