Jeremiah 52:16 — Compare Translations
5 translations compared side by side
Odia - 1840
"ମାତ୍ର ନବୂଷରଦନ୍ ଦେଶର ଦରିଦ୍ରତମ ଲୋକମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ରେ କାମ କରିବାକୁ ଓ କୃଷକ ହବୋକୁ ସଠାେ ରେ ଛାଡ଼ିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ନବୂଷରଦନ୍ ଦେଶର ଦରିଦ୍ରତମ ଲୋକମାନଙ୍କୁ ଦ୍ରାକ୍ଷାକ୍ଷେତ୍ରରେ କାମ କରିବାକୁ ଓ କୃଷକ ହେବାକୁ ସେଠାରେ ଛାଡ଼ିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।