Jeremiah 52:17 — Compare Translations

5 translations compared side by side

Odia - 1840
"ପୁଣି କଲଦୀଯମାନେ ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳ ସ୍ତମ୍ଭ ସଦାପ୍ରଭୁଙ୍କ ଗୃହର ବୈଠକିସବୁ ଓ ପିତ୍ତଳମଯ ସମୁଦ୍ର ରୂପା ପାତ୍ରକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ସବୁ ବାବିଲକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ର-ରୂପ ପାତ୍ର ଖଣ୍ତ ଖଣ୍ତ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କ‌‌ଲ୍‌‌ଦୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳ ସ୍ତମ୍ଭ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ର ରୂପା ପାତ୍ରକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ସବୁ ବାବିଲକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।