Jeremiah 52:18 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସମାନେେ ରନ୍ଧାପାତ୍ର, ବେଲ୍ଚା, କଇଁଚି, ବସେିନ୍, କରଇେ ଏବଂ ପିତ୍ତଳର ସମସ୍ତ ଜିନିଷ ଯାହା ମନ୍ଦିର ରେ ଉପାସନା ପାଇଁ ବ୍ଯବହାର ହୁଏ, ତାହା ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ହାଣ୍ତି ଓ କରଚୁଲି, କତୁରୀ ଓ କୁଣ୍ତ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେମାନେ ରନ୍ଧାପାତ୍ର, ବେ‌‌ଲ୍‌‌ଗ୍ଭ, କଇଁଚି, ବେସିନ୍, କରେଇ ଏବଂ ପିତ୍ତଳର ସମସ୍ତ ଜିନିଷ ଯାହା ମନ୍ଦିରରେ ଉପାସନା ପାଇଁ ବ୍ୟବହାର ହୁଏ, ତାହା ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚାମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।