Jeremiah 52:2 — Compare Translations
5 translations compared side by side
Odia - 1840
"ସିଦିକିଯ ଯିହାୟୋଦାରକୀମଙ୍କ ଦୁଷ୍କର୍ମ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ ନାନା କୁକର୍ମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯିହୋୟାକୀମର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସିଦିକିୟ ଯିହୋୟାକୀମ୍ଙ୍କ ଦୁଷ୍କର୍ମ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ନାନା କୁକର୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଯିହୋୟାକୀମ୍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଯିହୋୟାକୀମ୍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।