Jeremiah 52:20 — Compare Translations

5 translations compared side by side

Odia - 1840
"ଦୁଇଟି ଖମ୍ବ, ସଦୃଶ ଡବା ଏବଂ କଂସାର ବା ରୋଟି ବୃଷଭ, ଏହାକୁ ରାଜା ଶ ଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ନିର୍ମାଣ କରିଥିଲେ। ଏହିସବୁ ଜିନିଷ ରେ ବ୍ଯବହୃତ ହାଇେଥିବା କଂସାର ଓଜନ ବହୁତ ଅଧିକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ଵାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଟି ଖମ୍ବ, ସଦୃଶ ଡବା ଏବଂ କଂସାର ବାରଟି ବୃଷଭ, ଏହାକୁ ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ନିର୍ମାଣ କରିଥିଲେ। ଏହିସବୁ ଜିନିଷରେ ବ୍ୟବହୃତ ହୋଇଥିବା କଂସାର ଓଜନ ବହୁତ ଅଧିକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।