Jeremiah 52:21 — Compare Translations

5 translations compared side by side

Odia - 1840
"ପୁଣି ସହେି ଦୁଇସ୍ତମ୍ଭ ପ୍ରେତ୍ୟକକର ଉଚ୍ଚତା ସତଇେଶ ଫୁଟ, ପରିଧି ଅଠର ପୁଟ, ସ୍ଥୁଳତା ତିନି ଇଞ୍ଚ ମାଟୋ ଓ ତାହା ଫମ୍ପା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଦୁଇସ୍ତମ୍ଭ ପ୍ରତ୍ୟେକର ଉଚ୍ଚତା ସତେଇଶ୍ ଫୁଟ, ପରିଧି ଅଠର ପୁଟ, ସ୍ଥୁଳତା ତିନି ଇଞ୍ଚ ମୋଟା ଓ ତାହା ଫମ୍ପା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।