Jeremiah 52:22 — Compare Translations

5 translations compared side by side

Odia - 1840
"ଆଉ ତାହାର ଅଗ୍ରଭାଗ ରେ ପିତ୍ତଳର ମୁଣ୍ଡାଳି ଥିଲା। ସହେି ମୁଣ୍ଡାଳିର ଉଚ୍ଚତା ପାଞ୍ଚହାତ ଓ ମୁଣ୍ଡାଳିର ଉପ ରେ ଚତୁର୍ଦ୍ଦିଗ ରେ ଜାଲିକର୍ମ ଓ ଡ଼ାଳିମ୍ବାକୃତି ଥିଲା। ଆଉ ସେ ସବୁ ପିତ୍ତଳମଯ ଥିଲା। ଦ୍ବିତୀୟ ସ୍ତମ୍ଭ ପ୍ରଥମ ସ୍ତମ୍ଭର ଆକାର ସଦୃଶ ଥିଲା ଓ ସେଥି ରେ ମଧ୍ଯ ଡାଳିମ୍ବ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁର ଉପରେ ପିତ୍ତଳର ମୁଣ୍ତାଳି ଥିଲା, ସେହି ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ତାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ଵାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ଵିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ଵ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତାହାର ଅଗ୍ରଭାଗରେ ପିତ୍ତଳର ମୁଣ୍ଡାଳି ଥିଲା। ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା। ଆଉ ସେ ସବୁ ପିତ୍ତଳମୟ ଥିଲା। ଦ୍ୱିତୀୟ ସ୍ତମ୍ଭ ପ୍ରଥମ ସ୍ତମ୍ଭର ଆକାର ସଦୃଶ ଥିଲା ଓ ସେଥିରେ ମଧ୍ୟ ଡାଳିମ୍ବ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।
Odia IRV 2017 (ଓଡିଆ ବାଇବେଲ)