Jeremiah 52:23 — Compare Translations
5 translations compared side by side
Odia - 1840
"ପାଶର୍ବ ରେ ଛଯାନବେ ଡ଼ାଳିମ୍ବ ଥିଲା। ଜାଲି କର୍ମର ଉପ ରେ ଚାରିଆଡ଼େ ଏକ ଶହ ଡାଳିମ୍ବାକୃତି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାର୍ଶ୍ଵରେ ଛୟାନବେ ଡାଳିମ୍ଵ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକଶତ ଡାଳିମ୍ଵାକୃତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା। ଜାଲିକର୍ମର ଉପରେ ଗ୍ଭରିଆଡ଼େ ଏକ ଶହ ଡାଳିମ୍ବାକୃତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।