Jeremiah 52:24 — Compare Translations
5 translations compared side by side
Odia - 1840
"ପୁଣି ପ୍ରହରୀବର୍ଗର ସନୋପତି ପ୍ରଧାନ ଯାଜକ ସରାଯକୁ ଓ ଦ୍ବିତୀୟ ଯାଜକ ସଫନିଯକୁ ଏବଂ ଆଉ ତିନିଜଣ ଦ୍ବାରପାଳକୁ ବନ୍ଦୀ କରି ନଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ଵିତୀୟ ଯାଜକ ସଫନୀୟକୁ, ଆଉ ତିନିଜଣ ଦ୍ଵାରପାଳକୁ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସିଫନିୟକୁ ଏବଂ ଆଉ ତିନି ଜଣ ଦ୍ୱାରପାଳକୁ ବନ୍ଦୀ କରି ନେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।