Jeremiah 52:25 — Compare Translations

5 translations compared side by side

Odia - 1840
"ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଦାଯିତ୍ବ ରେ ଥିବା ଅଧିପତିଗଣଙ୍କୁ, ନଗରର ସାତଜଣ ରାଜାଙ୍କର ଉପଦେଷ୍ଟାଙ୍କୁ ଦେଶର ଲୋକ ଗଣନାକାରୀ ଓ ନଗର ମଧିଅରେ ପ୍ରାପ୍ତ ଦେଶୀଯ ଷାଠିଏ ଜଣଙ୍କୁ ବନ୍ଦୀକରି ନଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକକୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଦାୟିତ୍ୱରେ ଥିବା ଅଧିପତିଗଣଙ୍କୁ, ନଗରର ସାତ ଜଣ ରାଜାଙ୍କର ଉପଦେଷ୍ଟାଙ୍କୁ ଦେଶର ଲୋକ ଗଣନାକାରୀ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଜଣଙ୍କୁ ବନ୍ଦୀକରି ନେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷଙ୍କୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।