Jeremiah 52:26 — Compare Translations
5 translations compared side by side
Odia - 1840
"ପୁଣି ପ୍ରହରୀବର୍ଗର ସନୋପତି ନବୂଷରଦନ୍ ସମାନଙ୍କେୁ ବନ୍ଦୀକରି ରିବ୍ଲାକୁ ବାବିଲ ରାଜା ନିକଟକୁ ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଳାକୁ ବାବିଲ ରାଜା କତିକି ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ବନ୍ଦୀକରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା। ତହୁଁ ବାବିଲ ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ଆନୀତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।