Jeremiah 52:29 — Compare Translations

5 translations compared side by side

Odia - 1840
"ପୁଣି ତାଙ୍କ ଅଧିକାରର ଅଷ୍ଟାଦଶ ବର୍ଷ ରେ ସେ ୟିରୁଶାଲମରୁ ଆଠ ଶହ ବତିଶ୍ ଲୋକଙ୍କୁ ବନ୍ଦୀ କରି ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନବୂଖଦ୍ନିତ୍ସରର ଅଧିକାରର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାଙ୍କ ଅଧିକାରର ଅଷ୍ଟାଦଶ ବର୍ଷରେ ସେ ଯିରୁଶାଲମରୁ ଆଠ ଶହ ବତିଶ୍ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
Odia IRV 2017 (ଓଡିଆ ବାଇବେଲ)
ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;