Jeremiah 52:3 — Compare Translations

5 translations compared side by side

Odia - 1840
"ୟିରୁଶାଲମ ଓ ଯିହୁଦା ରେ ଭୟଙ୍କର ଘଟଣାମାନ ଘଟିଲା, କାରଣ ସଦାପ୍ରଭୁ ସମାନଙ୍କେ ପ୍ରତି କୋର୍ଧାନ୍ବିତ ଥିଲେ। ଶଷେ ରେ ସଦାପ୍ରଭୁ ସମାନଙ୍କେୁ ଆପଣା ସମ୍ମୁଖରୁ ଦୂର କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା । ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ଓ ଯିହୁଦାରେ ଭୟଙ୍କର ଘଟଣାମାନ ଘଟିଲା, କାରଣ ସଦାପ୍ରଭୁ ସେମାନଙ୍କ ପ୍ରତି କ୍ରୋଧାନ୍ୱିତ ଥିଲେ। ଶେଷରେ ସଦାପ୍ରଭୁ ସେମାନଙ୍କୁ ଆପଣା ସମ୍ମୁଖରୁ ଦୂର କରିଦେଲେ। ସିଦିକିୟ ବାବିଲ ରାଜାର ବିଦ୍ରୋହୀ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।