Jeremiah 52:30 — Compare Translations
5 translations compared side by side
Odia - 1840
"ପୁଣି ନବୂଖଦନିତ୍ସରର ରାଜତ୍ବର ତ୍ରଯୋବିଂଶ ବର୍ଷ ରେ ପ୍ରହରୀବର୍ଗର ସନୋପତି ନବୂଷରଦନ୍ ସାତ ଶହ ପଇଁଚାଳିଶ୍ ୟିହୁଦୀଙ୍କୁ ବନ୍ଦୀ କରି ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନବୂଖଦ୍ନିତ୍ସରର ଅଧିକାରର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ୍ ଜଣ ଯିହୁଦୀଙ୍କି ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼଶତ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ନବୂଖଦ୍ନିତ୍ସରର ରାଜତ୍ୱର ତ୍ରୟୋବିଂଶ ବର୍ଷରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସାତ ଶହ ପଇଁଗ୍ଭଳିଶ୍ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା। ସବୁ ମିଶି ଗ୍ଭରି ସହସ୍ର ଛଅ ଶହ ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛ’ ଶତ ଲୋକ ଥିଲେ।